କାନାଡା କଞ୍ଜରଭେଟିଭ ପାର୍ଟିର ନେତା ତଥା ସେଠାକାର ସଂସଦରେ ବିରୋଧୀ ଦଳ ନେତା ମିଷ୍ଟର ଆନ୍ଦୃ ଶୀର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଥିଲେ ।

ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ ଯେ 2015ରେ ତାଙ୍କର କାନାଡା ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ରଣନୈତିକ ଭାଗୀଦାରୀର ସ୍ଥାନ ମିଳିଥିଲା । ପ୍ରଧାନମନ୍ତ୍ରୀ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।

ମିଷ୍ଟର ଶୀର ଉଭୟ ଦେଶ ମଧ୍ୟରେ ବନ୍ଧୁତାପୂର୍ଣ୍ଣ ସମ୍ପର୍କକୁ ଆହୁରି ଅଧିକ ବିକଶିତ କରିବା ବିଷୟରେ ନିଜ ରାୟ ବ୍ୟକ୍ତ କରିଥିଲେ ।

ପ୍ରଧାନମନ୍ତ୍ରୀ 7ରୁ 13 ଅକ୍ଟୋବର ପର୍ଯ୍ୟନ୍ତ ମିଷ୍ଟର ଶୀରଙ୍କ ଭାରତରେ ସୁଖପ୍ରଦ ରହଣୀ କାମନା କରିଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Why ‘G RAM G’ Is Essential For A Viksit Bharat

Media Coverage

Why ‘G RAM G’ Is Essential For A Viksit Bharat
NM on the go

Nm on the go

Always be the first to hear from the PM. Get the App Now!
...
PM Modi shares a Sanskrit Subhashitam urging citizens to to “Arise, Awake” for Higher Purpose
January 13, 2026

The Prime Minister Shri Narendra Modi today shared a Sanskrit Subhashitam urging citizens to embrace the spirit of awakening. Success is achieved when one perseveres along life’s challenging path with courage and clarity.

In a post on X, Shri Modi wrote:

“उत्तिष्ठत जाग्रत प्राप्य वरान्निबोधत।

क्षुरस्य धारा निशिता दुरत्यया दुर्गं पथस्तत्कवयो वदन्ति॥”