ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ପୁଡୁଚେରୀର ଉପରାଜ୍ୟପାଳ ଶ୍ରୀ କେ. କୈଳାସନାଥନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
@LGov_Puducherry
Lieutenant Governor of Puducherry, Shri K. Kailashnathan met PM @narendramodi yesterday.@LGov_Puducherry pic.twitter.com/coNUWIAIpt
— PMO India (@PMOIndia) October 16, 2025


