1. ବୁଝାମଣାପତ୍ର / ଚୁକ୍ତିନାମା:

i. ଆୟୁର୍ବେଦ ଏବଂ ଅନ୍ୟାନ୍ୟ ପାରମ୍ପରିକ ଔଷଧ ପ୍ରଣାଳୀ କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର

ii. କୃଷି କ୍ଷେତ୍ରରେ ସହଯୋଗ ପାଇଁ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର

iii. 2025-29 ଅବଧି ପାଇଁ ସଂସ୍କୃତି କ୍ଷେତ୍ରରେ ଭାରତ ସରକାର ଏବଂ ଆଙ୍ଗୋଲା ସରକାରଙ୍କ ମଧ୍ୟରେ ସହଯୋଗ କାର୍ଯ୍ୟକ୍ରମ

2. ଆଙ୍ଗୋଲା ଅନ୍ତର୍ଜାତୀୟ ସୋଲାର ଆଲାଏନ୍ସ (ଆଇଏସଏ) ଫ୍ରେମୱାର୍କ ଚୁକ୍ତିନାମାରେ ସ୍ୱାକ୍ଷର କରିଛି ଏବଂ ଆଇଏସଏ ର 123ତମ ସଦସ୍ୟ ହୋଇଛି।

3. ପ୍ରତିରକ୍ଷା କ୍ରୟ ପାଇଁ 200 ନିୟୁତ ଆମେରିକୀୟ ଡଲାରର ଏଲଓସି ପାଇଁ ଆଙ୍ଗୋଲାର ଅନୁରୋଧକୁ ଭାରତ ସରକାର ମଞ୍ଜୁର କରିଛନ୍ତି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi