ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଦୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ @DrMohanYadav51 ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।
@CMMadhyaPradesh”
CM of Madhya Pradesh, @DrMohanYadav51, met Prime Minister @narendramodi.@CMMadhyaPradesh pic.twitter.com/veFog4b5jF
— PMO India (@PMOIndia) June 23, 2025


