ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଏକ୍ସ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି:
“ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ @DrMohanYadav51 ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି । @CMMadhyaPradesh”
Chief Minister of Madhya Pradesh, @DrMohanYadav51, met Prime Minister @narendramodi.@CMMadhyaPradesh pic.twitter.com/rvfn8L4noZ
— PMO India (@PMOIndia) May 25, 2025


