ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@CMMadhyaPradesh”
CM of Madhya Pradesh, @DrMohanYadav51 met Prime Minister @narendramodi.@CMMadhyaPradesh pic.twitter.com/QeMLUuFSIK
— PMO India (@PMOIndia) July 31, 2025


