ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ପୋଷ୍ଟ ହୋଇଛି;
“ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନାବିସ Shri @Dev_Fadnavis ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।
@CMOMaharashtra”
Maharashtra CM, Shri @Dev_Fadnavis met Prime Minister @narendramodi.@CMOMaharashtra pic.twitter.com/oMH9DitBlU
— PMO India (@PMOIndia) September 26, 2025


