ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ଜୁନ୍‍ ୨୦୨୨ରେ ମୁନିଚ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ଆର୍ଜେଣ୍ଟିନାର ରାଷ୍ଟ୍ରପତି ମାନ୍ୟବର ଶ୍ରୀ ଆଲବର୍ଟୋ ଫର୍ଣ୍ଣାଡେଜ୍‍ଙ୍କୁ ଭେଟିଛନ୍ତି ।

ଦୁଇ ନେତାଙ୍କ ମଧ୍ୟରେ ଏହା ପ୍ରଥମ ଦ୍ୱିପାକ୍ଷିକ ବୈଠକ ଥିଲା । ସେମାନେ ୨୦୧୯ ରେ ପ୍ରତିଷ୍ଠିତ ଦ୍ୱିପାକ୍ଷିକ ରଣନୀତିକ ଭାଗିଦାରୀର କାର୍ଯ୍ୟ ଅଗ୍ରଗତିର ସମୀକ୍ଷା କରିଥିଲେ । ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ ସହିତ ବିଭିନ୍ନ ପ୍ରସଙ୍ଗ ବିଶେଷ କରି ଔଷଧ, ଦକ୍ଷିଣ-ଦକ୍ଷିଣ ସହଯୋଗ, ଜଳବାୟୁ କାର୍ଯ୍ୟଯୋଜନା, ଅକ୍ଷୟ ଶକ୍ତି, ଆଣବିକ ଔଷଧ, ବୈଦ୍ୟୁତିକ ଗତିଶୀଳତା, ପ୍ରତିରକ୍ଷା ସହଯୋଗ, କୃଷି ଏବଂ ଖାଦ୍ୟ ସୁରକ୍ଷା, ପାରମ୍ପାରିକ ଔଷଧ, ସାଂସ୍କୃତିକ ସହଯୋଗ ତଥା ଆନ୍ତର୍ଜାତୀୟ ସଂସ୍ଥାଗୁଡ଼ିକରେ ସମନ୍ୱୟ ଉପରେ ଆଲୋଚନା ହୋଇଥିଲା । ଏହି କ୍ଷେତ୍ରଗୁଡିକରେ ସେମାନଙ୍କର ଦ୍ୱିପାକ୍ଷିକ ଯୋଗଦାନକୁ ବୃଦ୍ଧି କରିବାକୁ ଉଭୟ ପକ୍ଷ ସହମତ ହୋଇଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Indian economy navigated well external uncertainties: RBI Bulletin

Media Coverage

Indian economy navigated well external uncertainties: RBI Bulletin
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 23, 2026
July 23, 2026

Digital Rails, PLI Jobs & Swift Justice: How PM Modi’s Governance is Rewiring India’s Future