ଭାରତରେ ନୂତନ ଭାବେ ନିଯୁକ୍ତ ହୋଇଥିବା ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରଦୂତ ଶ୍ରୀ ସେର୍ଗିଓ ଗୋର ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ଗୋରଙ୍କୁ ତାଙ୍କ ଆଗାମୀ ସଫଳ କାର୍ଯ୍ୟକାଳ ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ତାଙ୍କ କାର୍ଯ୍ୟକାଳ ଭାରତ-ଆମେରିକା ସମନ୍ୱିତ ବୈଶ୍ୱିକ ରଣନୀତିକ ସହଭାଗିତାକୁ ସୁଦୃଢ଼ କରିବ ବୋଲି ଆଶା ପ୍ରକାଶ କରିଥିଲେ ।

ପ୍ରଧାନମନ୍ତ୍ରୀ ଏକ୍ସର ଏକ ପୋଷ୍ଟରେ କହିଛନ୍ତି;

“ଭାରତରେ ଯୁକ୍ତରାଷ୍ଟ୍ର ଆମେରିକାର ନୂତନ ରାଷ୍ଟ୍ରଦୂତ ଶ୍ରୀ ସେର୍ଗିଓ ଗୋରଙ୍କୁ ଭେଟି ଖୁସି ହେଲି । ମୋର ଦୃଢ଼ ବିଶ୍ୱାସ ତାଙ୍କ କାର୍ଯ୍ୟକାଳ ଭାରତ-ଆମେରିକା ସମନ୍ୱିତ ବୈଶ୍ୱିକ ରଣନୀତିକ ସହଭାଗିତାକୁ ସୁଦୃଢ଼ କରିବ ।

@SergioGor”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Household savings rise to 21.7% of GDP in FY25: Govt

Media Coverage

Household savings rise to 21.7% of GDP in FY25: Govt
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 04, 2026
August 04, 2026

From Auto PLI to Ramsar Sites: How India is Winning on Every Front Under PM Modi