ନାଗାଲାଣ୍ଡ ରାଜ୍ୟପାଳ ଶ୍ରୀ ଲା ଗଣେଶନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
“ନାଗାଲାଣ୍ଡ ରାଜ୍ୟପାଳ ଶ୍ରୀ ଲା ଗଣେଶନ୍ ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
Governor of Nagaland, Shri. La Ganesan, met Prime Minister @narendramodi.@RajBhavanKohima pic.twitter.com/nTLRv3yKIQ
— PMO India (@PMOIndia) August 29, 2024


