ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ । ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ ଭାରତୀୟ ଡାକ ଦ୍ୱାରା ଆରମ୍ଭ ହୋଇଥିବା “ମହିଳା ସମ୍ମାନ ବଚତ ପତ୍ର” ଏହାର ସର୍ବୋତ୍ତମ ଉଦାହରଣ ।

ଅର୍ଥ ମନ୍ତ୍ରଣାଳୟ ମହିଳା ସମ୍ମାନ ସଞ୍ଚୟ ପ୍ରମାଣପତ୍ର, ୨୦୨୩ ପାଇଁ ଗେଜେଟ ବିଜ୍ଞପ୍ତି ଜାରି କରିଛି ଏବଂ ତୁରନ୍ତ ପ୍ରଭାବ ସହିତ ୧.୫୯ ଲକ୍ଷ ଡାକଘରେ ଉପଲବ୍ଧ କରାଯାଇଛି । ୨୦୨୩-୨୪ ବଜେଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ‘ଆଜାଦୀ କା ଅମୃତ ମହୋତ୍ସବ' କୁ ସ୍ମରଣ କରିବା ପାଇଁ ଏହି ଯୋଜନା ଘୋଷଣା କରାଯାଇଥିଲା ଏବଂ ବାଳିକାଙ୍କ ସମେତ ମହିଳାଙ୍କ ଆର୍ଥିକ ଅନ୍ତର୍ଭୂକ୍ତି ତଥା ସଶକ୍ତିକରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।

ଭାରତୀୟ ଡାକର ଟୁଇଟ୍‌ର ଉତ୍ତରରେ ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ମହିଳାଙ୍କୁ ସମ୍ମାନ ଏବଂ ସଶକ୍ତିକରଣ ପାଇଁ ଆମ ସରକାର ପ୍ରତିବଦ୍ଧ ଏବଂ “ମହିଳା ସମ୍ମାନ ବଚତ ପତ୍ର” ଏହାର ସର୍ବୋତ୍ତମ ଉଦାହରଣ ।”

https://pib.gov.in/PressReleasePage.aspx?PRID=1912742”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How ODOP is helping Pratapgarh turn its amla into a bigger business

Media Coverage

How ODOP is helping Pratapgarh turn its amla into a bigger business
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 1, 2026
September 01, 2026

#ModiHaiTohMumkinHai: Economy, Diplomacy and Atmanirbhar Milestones in One Social-Media Sweep