ପ୍ୟାରିସ ପାରାଅଲିମ୍ପିକ୍ସ -୨୦୨୪ରେ ପି-୨ ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବାରୁ ରୁବିନା ଫ୍ରାନ୍ସିସଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଭାରତ ପାଇଁ ଆଉ ଏକ ଗର୍ବର ମୁରୂର୍ତ୍ତ । ପ୍ୟାରିସ ପାରାଅଲିମ୍ପିକ୍ସ-୨୦୨୪ Paralympics 2024ର ପି-୨ ମହିଳା ୧୦ ମିଟର ଏୟାର ପିସ୍ତଲ ଏସଏଚ୧ କ୍ରୀଡ଼ାରେ ରୁବିନା ଫ୍ରାନ୍ସିସ୍ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ତାଙ୍କ ସ୍ୱତନ୍ତ୍ର ପ୍ରଚେଷ୍ଟା, ଦୃଢ଼ ମନୋଭାବ ଏବଂ ଦୃଢ଼ତା ଏହି ସୁଫଳ ଦେଇଛି ।”

#Cheer4Bharat

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Auckland's Sky Tower lights up in India's tricolour as PM Modi begins historic New Zealand visit

Media Coverage

Auckland's Sky Tower lights up in India's tricolour as PM Modi begins historic New Zealand visit
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 11, 2026
July 11, 2026

Record Exports, Record Investments, Record Pride: India’s Rise Under PM Modi is Multi-Dimensional