ସମ୍ପ୍ରତି ଇସ୍ରାଏଲରେ ଜାରି ଥିବା ସ୍ଥିତି ବାବଦରେ ଅବଗତ କରାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ଇସ୍ରାଏଲ ପ୍ରତିପକ୍ଷ ବେଞ୍ଜାମିନ୍ ନେତନ୍ୟାହୁଙ୍କୁ ଧନ୍ୟବାଦ ଦେଇଛନ୍ତି ।

 

ସବୁ ପ୍ରକାରର ଆତଙ୍କବାଦକୁ ନିନ୍ଦା କରି ପ୍ରଧାନମନ୍ତ୍ରୀ ଏହି କଠିନ ସମୟରେ ଇସ୍ରାଏଲ ସହ ଏକଜୁଟତା ସହ ଛିଡ଼ା ହୋଇଥିବା କହିଛନ୍ତି ।

 

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି:

 

‘ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ ଫୋନ କଲ୍ କରି ଦେଶରେ ଜାରି ରହିଥିବା ପରିସ୍ଥିତି ବାବଦରେ ଅବଗତ କରାଇଥିବାରୁ ତାଙ୍କୁ ଧନ୍ୟବାଦ । ଏହି କଠିନ ସମୟରେ ଭାରତର ଲୋକେ ଇସ୍ରାଏଲ ସହ ଦୃଢ଼ ଭାବେ ଛିଡ଼ା ହୋଇଛନ୍ତି । ଭାରତ ଦୃଢ଼ତାର ସହ ଆତଙ୍କବାଦର ସବୁ ରୂପ ଏବଂ ଆତଙ୍କୀ କାର୍ଯ୍ୟକଳାପକୁ ନିନ୍ଦା କରେ ।’

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
India adds record renewable energy capacity of about 30 GW in 2024

Media Coverage

India adds record renewable energy capacity of about 30 GW in 2024
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 12, 2025
January 12, 2025

Appreciation for PM Modi's Effort from Empowering Youth to Delivery on Promises