ପୀଡିତଙ୍କ ପାଇଁ ପିଏମ୍‍ଏନ୍‍ଆରଏଫ୍‍ ରୁ ସହାୟତା ରାଶି ଅନୁମୋଦନ କରିଛନ୍ତି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ପାକୁରରେ ବସ୍ ଦୁର୍ଘଟଣା ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍‍ଏନ୍‍ଆରଏଫ୍‍ରୁ ୨ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ହଜାର ଟଙ୍କା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀଙ୍କ ଦପ୍ତର ପକ୍ଷରୁ କୁହାଯାଇଛି ।

ଏକାଧିକ ଟୁଇଟ୍‍ରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଝାଡଡଖଣ୍ଡର ପାକୁର ବସ୍ ଦୁର୍ଘଟଣାରେ ମୁଁ ଦୁଃଖିତ । ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ପାକୁର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମ୍‍ଏନ୍‍ଆରଏଫ୍‍ରୁ ୨ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ହଜାର ଟଙ୍କା ଦିଆଯିବ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint

Media Coverage

Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2026
April 24, 2026

Made in India, Built for 2047: PM Modi’s Reforms Turning Rural Hope into National Strength