ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଣିପୁରର ନୋନି ଜିଲ୍ଲାରେ ଭୟଙ୍କର ବସ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଦୁଃଖ ବ୍ୟକ୍ତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୃତକଙ୍କ ନିକଟତମ ପରିଜନଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ପ୍ରଦାନ କରାଯିବା ନେଇ ଘୋଷଣା ମଧ୍ୟ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“ମଣିପୁରର ନୋନି ଜିଲ୍ଲାରେ ହୋଇଥିବା ଦୁଃଖଦ ବସ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମେବେଦନା । ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନ କରୁଛି । ପ୍ରଭାବିତଙ୍କୁ ମଣିପୁର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେବେ: ପ୍ରଧାନମନ୍ତ୍ରୀ @narendramodi”

“ବସ ଦୁର୍ଘଟଣାରେ ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
The new labour codes in India – A step towards empowerment and economic growth

Media Coverage

The new labour codes in India – A step towards empowerment and economic growth
NM on the go

Nm on the go

Always be the first to hear from the PM. Get the App Now!
...
Digital India has eased the process of getting pension for the senior citizens : PM
October 09, 2024

The Prime Minister Shri Narendra Modi today expressed satisfaction that Digital India has made the process of getting pension easier and it is proving to be very useful for senior citizens across the country.

Responding to a post by journalist Ajay Kumar, Shri Modi wrote:

“सबसे पहले @AjayKumarJourno जी, आपकी माता जी को मेरा प्रणाम!

मुझे इस बात का संतोष है कि डिजिटल इंडिया ने उनकी पेंशन की राह आसान की है और यह देशभर के बुजुर्ग नागरिकों के बहुत काम आ रहा है। यही तो इस कार्यक्रम की बहुत बड़ी विशेषता है।”