PM congratulates Trivendra Singh Rawat on taking oath as Uttarakhand CM

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

“ଆଜି ଶପଥ ଗ୍ରହଣ କରିଥିବା ଶ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବଂ ତାଙ୍କର ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କୁ ଅଭିନନ୍ଦନ । ମୁଁ ସ୍ଥିର ନିଶ୍ଚିତ ଯେ ସେମାନେ କଠିନ ପରିଶ୍ରମ କରିବେ ଏବଂ ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ କରିବାରେ ସଫଳ ହେବେ ।

ଜନସାଧାରଣଙ୍କ ବିପୁଳ ସମର୍ଥନର ପ୍ରତିଦାନ ସ୍ୱରୂପ ଉତ୍ତରାଖଣ୍ଡର ନୂତନ ସରକାର ବିକାଶରେ ରେକର୍ଡ ସ୍ଥାପନ କରିବେ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s GDP To Grow 7% In FY26: Crisil Revises Growth Forecast Upward

Media Coverage

India’s GDP To Grow 7% In FY26: Crisil Revises Growth Forecast Upward
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 16, 2025
December 16, 2025

Global Respect and Self-Reliant Strides: The Modi Effect in Jordan and Beyond