ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାତ୍ମା ଗାନ୍ଧୀଙ୍କୁ ତାଙ୍କ ଜୟନ୍ତୀରେ ପ୍ରଣାମ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ବିନମ୍ର ଶ୍ରଦ୍ଧାଞ୍ଜଳି । ସମ୍ମାନିତ ବାପୁଙ୍କ ଜୀବନ ଏବଂ ଆଦର୍ଶ ଦେଶର ପ୍ରତ୍ୟେକ ପୀଢିକୁ କର୍ତ୍ତବ୍ୟର ରାସ୍ତାରେ ଚାଲିବାକୁ ପ୍ରେରଣା ଯୋଗାଇବ ।
ଗାନ୍ଧୀ ଜୟନ୍ତୀ ଅବସରରେ ମୁଁ ସମ୍ମାନିତ ବାପୁଙ୍କୁ ପ୍ରଣାମ କରୁଛି । ତାଙ୍କର ଉତ୍ତମ ନୀତି ଆର୍ନ୍ତଜାତୀୟ ସ୍ତରରେ ପ୍ରାସଙ୍ଗିକ ଏବଂ ଲକ୍ଷ ଲକ୍ଷ ଲୋକଙ୍କୁ ଶକ୍ତି ପ୍ରଦାନ କରେ ।”
राष्ट्रपिता महात्मा गांधी को उनकी जन्म-जयंती पर विनम्र श्रद्धांजलि। पूज्य बापू का जीवन और आदर्श देश की हर पीढ़ी को कर्तव्य पथ पर चलने के लिए प्रेरित करता रहेगा।
— Narendra Modi (@narendramodi) October 2, 2021
I bow to respected Bapu on Gandhi Jayanti. His noble principles are globally relevant and give strength to millions.


