ବଦୋଦରାଠାରେ ଏକ ଦୁର୍ଘଟଣାରେ ଜନଜୀବନ ହାନି ହୋଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟ୍ୱିଟରେ ଶ୍ରୀ ମୋଦୀ କହିଛନ୍ତି, ‘ବଦୋଦରା ଦୁର୍ଘଟଣାରେ ଗଭୀର ଦୁଃଖିତ । ପ୍ରିୟଜନଙ୍କୁ ହରାଇଥିବା ପରିବାର ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଦୁର୍ଘଟଣାସ୍ଥଳରେ ପ୍ରଶାସନ ଯଥାସମ୍ଭବ ସହାୟତା କରୁଛି’ ।
Saddened by the accident in Vadodara. My thoughts are with those who lost their loved ones. Praying that the injured recover soon. The administration is providing all possible assistance at the site of the accident.
— Narendra Modi (@narendramodi) November 18, 2020


