ସେୟାର
 
Comments

ଡଃ ଇନ୍ଦିରା ହୃଦୟେଶଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଟ୍ଵିଟ୍ ଯୋଗେ କୁହାଯାଇଛି ଯେ, “ଡଃ ଇନ୍ଦିରା ହୃଦୟେଶ ଜୀ ବିଭିନ୍ନ ଗୋଷ୍ଠୀଭିତ୍ତିକ ସେବା କାର୍ଯ୍ୟକ୍ରମର ଅଗ୍ରଭାଗରେ ରହୁଥିଲେ । ସେ ଜଣେ ପ୍ରଭାବଶାଳୀ ବିଧାୟିକା ରୂପେ ନିଜର ପରିଚୟ ସୃଷ୍ଟି କରିଥିଲେ ଏବଂ ତାଙ୍କ ପାଖରେ ପ୍ରଚୁର ପ୍ରଶାସନିକ ଅଭିଜ୍ଞତା ଥିଲା । ତାଙ୍କ ବିୟୋଗରେ ମୁଁ ବିଶେଷ ମର୍ମାହତ । ତାଙ୍କ ପରିବାର ଓ ସମର୍ଥକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ” ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Agri, processed food exports buck Covid trend, rise 22% in April-August

Media Coverage

Agri, processed food exports buck Covid trend, rise 22% in April-August
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 22, 2021
September 22, 2021
ସେୟାର
 
Comments

India extends unwavering support as PM Narendra Modi begins his Five-Day US visit

Citizens highlighted that India is moving forward towards development path through Modi Govt’s thrust on Good Governance