ବରିଷ୍ଠ ନେତା ଶ୍ରୀ ଦତ୍ତାଜୀ ଚିରନଦାସ ଜୀଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକଟ କରିଛନ୍ତି ।
ଶ୍ରୀ ମୋଦୀ ଏକ ଟ୍ଵିଟ୍ରେ ଗୁଜରାଟ ବିଜେପିର ବିକାଶରେ ତାଙ୍କର ଅବଦାନକୁ ସ୍ମରଣ କରିବା ସହିତ ବିଦାୟ ନେଇଥିବା ଆତ୍ମାକୁ ଶାନ୍ତି ପ୍ରଦାନ କରିବା ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରିଛନ୍ତି ।
ગુજરાત ભાજપના વરિષ્ઠ આગેવાન શ્રી દતાજી ચિરંદાસજી ના અવસાનના સમાચાર અત્યંત આઘાતજનક છે. ગુજરાતમાં ભારતીય જનતા પાર્ટીના વિકાસમાં એમનું યોગદાન સદાય સ્મરણીય રહેશે. પરમ કૃપાળુ પરમાત્મા એમના આત્માને ચિર શાંતિ બક્ષે એ જ પ્રાર્થના...
— Narendra Modi (@narendramodi) April 28, 2021


