ସେୟାର
 
Comments

ରାମକୃଷ୍ଣ ମଠର ସ୍ଵାମୀ ଶିବମୟାନନ୍ଦଜୀ ମହାରାଜଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ରାମକୃଷ୍ଣ ମଠର ସ୍ଵାମୀ ଶିବମୟାନନ୍ଦଜୀ ମହାରାଜ ସାମାଜିକ ସଶକ୍ତିକରଣ ଉପରେ ଆଧାରିତ ବିଭିନ୍ନ ସେବା କାର୍ଯ୍ୟରେ ସକ୍ରିୟ ଭାବରେ ଜଡିତ ଥିଲେ । ସଂସ୍କୃତି ଏବଂ ଆଧ୍ୟାତ୍ମିକ ଜଗତରେ ତାଙ୍କର ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇ ରହିବେ । ତାଙ୍କ ବିୟୋଗରେ ମୁଁ ବିଶେଷ ମର୍ମାହତ । ଓମ୍ ଶାନ୍ତି” ।

 

 

ଭାରତର ଅଲିମ୍ପିଆନମାନଙ୍କୁ ପ୍ରେରଣା ଦିଅନ୍ତୁ! #Cheers4India
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Narendra Modi to be First Indian Prime Minister to Preside Over UNSC Meeting

Media Coverage

Narendra Modi to be First Indian Prime Minister to Preside Over UNSC Meeting
...

Nm on the go

Always be the first to hear from the PM. Get the App Now!
...
#NaMoAppAbhiyaan is digitally yours now!
August 02, 2021
ସେୟାର
 
Comments

Empowered by Tech, BJP’s Karyakartas are driving the change digitally. The #NaMoAppAbhiyaan shifts gears as Delhi learns to do it digitally!

NaMo App Abhiyaan at Najafgarh