ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ବଚୀ ସିଂ ରାୱତଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଭାଜପାର ବରିଷ୍ଠ ନେତା ଏବଂ ପୂର୍ବତନ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବଚୀ ରାୱତ ଜୀଙ୍କ ବିୟୋଗରେ ବିଶେଷ ଦୁଃଖିତ । ତାଙ୍କର ସମ୍ପୂର୍ଣ୍ଣ ଜୀବନ ଜନହିତ ଏବଂ ଦେଶହିତ କାର୍ଯ୍ୟରେ ଉତ୍ସର୍ଗୀକୃତ ଥିଲା । ଏଭଳି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ତଥା ଶୁଭଚିନ୍ତକଙ୍କ ପ୍ରତି ମୋର ଗଭୀର ସମବେଦନା ଜ୍ଞାପନ କରୁଛି । ଓମ୍ ଶାନ୍ତି” ।
भाजपा के वरिष्ठ नेता और पूर्व केंद्रीय राज्य मंत्री बची सिंह रावत जी के निधन से बहुत दुख पहुंचा है। उनका पूरा जीवन जनहित और देशहित में समर्पित रहा। शोक की इस घड़ी में उनके परिजनों और शुभचिंतकों के प्रति मैं अपनी गहरी संवेदना व्यक्त करता हूं। ओम शांति!
— Narendra Modi (@narendramodi) April 18, 2021


