ପିଏମ୍‍ଏନ୍‍ଆରଏଫ୍‍ରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ହୁବଲିରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଲୋକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ଲକ୍ଷ ଟଙ୍କା ଏବଂ ଆହତଙ୍କ ଲାଗି ୫୦,୦୦୦ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟୁଇଟ୍ କରିଛନ୍ତି;

କର୍ଣ୍ଣାଟକର ହୁବଲିରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇବା ଲୋକଙ୍କ ପାଇଁ ଦୁଃଖିତ । ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାରଙ୍କ ସହ ଅଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

“ହୁବଲିରେ ଦୁର୍ଘଟଣା ହେତୁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ମୂଲ୍ୟର ଅନୁକମ୍ପାମୂଳକ ସହାୟତା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
EPFO settles 8.3 crore claims in FY26; cheque leaf upload reform benefits 7 crore members, says govt

Media Coverage

EPFO settles 8.3 crore claims in FY26; cheque leaf upload reform benefits 7 crore members, says govt
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 08, 2026
August 08, 2026

Infrastructure + Inclusion + Innovation: How PM Modi’s Agenda is Rewiring India’s Growth Engine