ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଗୋକୁଳପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
“ଦିଲ୍ଲୀର ଗୋକୁଳପୁରୀରେ ଘଟିଥିବା ଏହି ଦୁର୍ଘଟଣା ହୃଦୟବିଦାରକ ଅଟେ । ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି । ଭଗବାନ ସେମାନଙ୍କୁ ଏହି ଦୁଃଖକୂ ସହିବାକୁ ଶକ୍ତି ଦିଅନ୍ତୁ ।”
दिल्ली के गोकुलपुरी में अग्निकांड से हुआ हादसा हृदयविदारक है। इस हादसे में जिन लोगों को अपनी जान गंवानी पड़ी है, उनके परिजनों के प्रति मैं गहरी संवेदना प्रकट करता हूं। ईश्वर उन्हें इस अपार दुख को सहने की शक्ति प्रदान करे।
— Narendra Modi (@narendramodi) March 12, 2022


