ଅମୃତସର ରେଳ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।

“ଅମୃତସରରେ ରେଳ ଦୁର୍ଘଟଣାକୁ ନେଇ ମୁଁ ଗଭୀର ଭାବେ ମର୍ମାହତ । ଏହି ଦୁଃଖଦ ଘଟଣା ମର୍ମ ବିଦାରକ । ଯେଉଁ ପରିବାର ସେମାନଙ୍କ ପ୍ରିୟ ସଦସ୍ୟମାନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ଗଭୀର ସମବେଦନା ବ୍ୟକ୍ତ କରୁଛି ଏବଂ ପ୍ରାର୍ଥନା କରୁଛି ଯେ ଆହତ ବ୍ୟକ୍ତିମାନେ ଶୀଘ୍ର ସୁସ୍ଥତା ଲାଭ କରନ୍ତୁ । ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ବିଭାଗୀୟ ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି,” ବୋଲି ପ୍ରଧାନମନ୍ତ୍ରୀ ଟ୍ୱିଟର ମାଧ୍ୟମରେ ପ୍ରକାଶ କରିଛନ୍ତି ।

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Housing ministry raises EWS housing target under PMAY 2.0 by 350%

Media Coverage

Housing ministry raises EWS housing target under PMAY 2.0 by 350%
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles the loss of lives in a mishap in East Jaintia Hills, Meghalaya
February 05, 2026
PM announces ex-gratia from PMNRF

Prime Minister Shri Narendra Modi today condoled the loss of lives the mishap in East Jaintia Hills, Meghalaya. He announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.

The PMO India handle in post on X said:

“Pained by the mishap in East Jaintia Hills, Meghalaya. Condolences to those who lost their loved ones. May the injured recover at the earliest.

An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi”