ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତୁଷାର ସ୍ଖଳନ ଯୋଗୁଁ ଏନଆଇଏମ୍ ଉତ୍ତରକାଶୀ ପର୍ବତାରୋହଣ ଅଭିଯାନରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି । ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ କର୍ତ୍ତୃପକ୍ଷ ସ୍ଥିତି ଉପରେ ନଜର ରଖଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ଏହା ଦୁଃଖର ବିଷୟ ଯେ ଆମେ ଏନ୍‍ଆଇଏମ୍‍ ଉତ୍ତରକାଶୀ ପର୍ବତାରୋହଣ ଅଭିଯାନ ସହିତ ଜଡିତ ଲୋକଙ୍କ ମୂଲ୍ୟବାନ ଜୀବନ ହରାଇଛୁ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ସ୍ଥିତି ଉପରେ କର୍ତ୍ତୃପକ୍ଷଙ୍କ ଦ୍ୱାରା ନଜର ରଖାଯାଇଛି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
UPI-ng the ante: PM Modi wants desi connect with global pay

Media Coverage

UPI-ng the ante: PM Modi wants desi connect with global pay
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 8, 2026
September 08, 2026

Viksit Bharat, Many Engines: Defence, Diplomacy, Growth & Green Power Under PM Modi