ଶିବମୋଗା ଦୁର୍ଘଟଣାରେ ଜୀବନହାନୀ ନେଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ଵିଟରେ କହିଛନ୍ତି, "ଶିବମୋଗା ଦୁର୍ଘଟଣା ଜନିତ ପ୍ରାଣ ହାନିରେ ମୁଁ ଗଭୀର ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତ ଲୋକଙ୍କୁ ରାଜ୍ୟ ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇ ଦେଉଛନ୍ତି" ।
Pained by the loss of lives in Shivamogga. Condolences to the bereaved families. Praying that the injured recover soon. The State Government is providing all possible assistance to the affected: PM @narendramodi
— PMO India (@PMOIndia) January 22, 2021
ಶಿವಮೊಗ್ಗದಲ್ಲಿ ಸಂಭವಿಸಿರುವ ಜೀವಹಾನಿಯಿಂದ ದುಃಖಿತವಾಗಿದ್ದೇನೆ. ಸಂತ್ರಸ್ತ ಕುಟುಂಬಗಳಿಗೆ ನನ್ನ ಸಂತಾಪಗಳು. ಗಾಯಾಳುಗಳು ಶೀಘ್ರ ಗುಣಮುಖರಾಗಲೆಂದು ಪ್ರಾರ್ಥಿಸುತ್ತೇನೆ. ರಾಜ್ಯ ಸರ್ಕಾರ ಬಾಧಿತರಿಗೆ ಎಲ್ಲ ಸಾಧ್ಯ ನೆರವನ್ನೂ ಒದಗಿಸುತ್ತಿದೆ: ಪ್ರಧಾನಮಂತ್ರಿ @narendramodi
— PMO India (@PMOIndia) January 22, 2021


