ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପୁଣେର ଏକ ର୍ନିମାଣାଧୀନ କୋଠାରେ ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟୁଇଟରେ କହିଛନ୍ତି:
“ପୁଣେର ଏକ ର୍ନିମାଣାଧୀନ କୋଠାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା । ଆଶା କରୁଛି ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ବ୍ୟକ୍ତି ଶୀଘ୍ର ଆରୋଗ୍ୟଲାଭ କରନ୍ତୁ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
Pained by the mishap at an under-construction building in Pune. Condolences to the bereaved families. I hope that all those injured in this mishap recover at the earliest: PM @narendramodi
— PMO India (@PMOIndia) February 4, 2022


