PM condoles the demise of MP and former Union Minister, Shri Sanwar Lal Jat

ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ସାଂସଦ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀ ସନୱାର ଲାଲ ଜାଠଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।

“ସାଂସଦ ଏବଂ ପୂର୍ବତନ କେନ୍ଦ୍ରମନ୍ତ୍ରୀ, ଶ୍ରୀ ସନୱର ଲାଲ ଜାଠଙ୍କ ବିୟୋଗରେ ମର୍ମାହତ । ଏହା ବିଜେପି ଏବଂ ସାରା ଦେଶ ପାଇଁ ଏକ ବଡ଼ କ୍ଷତି । ମୁଁ ମୋର ସମବେଦନା ଜଣାଉଛି ।

ଶ୍ରୀ ସନୱାର ଲାଲ ଜାଠ ଗ୍ରାମ ଏବଂ କୃଷକଙ୍କ କଲ୍ୟାଣ ପାଇଁ ଅନେକ କାର୍ଯ୍ୟ କରିଥିଲେ । ଏପରି ଏକ ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଏବଂ ସମ୍ପର୍କୀୟଙ୍କ ପ୍ରତି ମୋର ସମବେଦନା,” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint

Media Coverage

Led by iPhones, ‘Made in India’ smartphone exports grow 28% y-o-y in CY25: Counterpoint
NM on the go

Nm on the go

Always be the first to hear from the PM. Get the App Now!
...
PM greets public representatives across the country on the occasion of Panchayati Raj Day
April 24, 2026

The Prime Minister, Shri Narendra Modi, shared a Sanskrit Subhashitam highlighting the the essence of people’s representative:

“प्रजासुखे सुखं राज्ञः प्रजानां च हिते हितम्।

नात्मप्रियं प्रियं राज्ञः प्रजानां तु प्रियं प्रियम्॥"

The Subhashitam conveys, "The happiness of the people’s representative lies in the happiness of the people; his welfare lies in the welfare of the people. People’s representative has no personal favourites. Whatever is dear to the people is what is dear to him."

Shri Modi also greeted public representatives across the country on the occasion of Panchayati Raj Day,today. "Your dedication to public service and service to the nation is truly inspiring for everyone" Shri Modi remarked.

The Prime Minister wrote on X;

“पंचायती राज दिवस के अवसर पर देशभर के जनप्रतिनिधियों का हार्दिक अभिनंदन! जनसेवा के साथ राष्ट्रसेवा के प्रति आप सभी का समर्पण हर किसी को प्रेरित करने वाला है।

प्रजासुखे सुखं राज्ञः प्रजानां च हिते हितम्।

नात्मप्रियं प्रियं राज्ञः प्रजानां तु प्रियं प्रियम्॥"