ବରିଷ୍ଠ ସାମ୍ବାଦିକ ଶ୍ରୀ ଶେଷ ନାରାୟଣ ସିଂଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସାମ୍ବାଦିକତା ଜଗତରେ ତାଙ୍କର ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ସର୍ବଦା ସ୍ମରଣ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ତାଙ୍କ ପରିବାର ପ୍ରତି ଶ୍ରୀ ମୋଦୀ ସମବେଦନା ଜଣାଇଛନ୍ତି ।
वरिष्ठ पत्रकार शेष नारायण सिंह जी का निधन अत्यंत दुखद है। पत्रकारिता जगत में अपने महत्वपूर्ण योगदान के लिए वे हमेशा जाने जाएंगे। दुख की इस घड़ी में उनके परिजनों के लिए मेरी संवेदनाएं। ओम शांति!
— Narendra Modi (@narendramodi) May 7, 2021


