ପୀଡିତଙ୍କ ପାଇଁ ପିଏମ୍ଏନ୍ଆରଏଫ୍ରୁ ଅନୁକମ୍ପା ମୂଳକ ସହାୟତା ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲେଙ୍ଗାନାର କାମାରେଡି ଜିଲ୍ଲାରେ ଦୁର୍ଘଟଣା ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତେଲେଙ୍ଗାନାର କାମାରେଡି ଜିଲ୍ଲାରେ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତିଙ୍କ ପାଇଁ ଶ୍ରୀ ମୋଦୀ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଅନୁକମ୍ପା ମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍‍ କରିଛି;

“ତେଲେଙ୍ଗାନାର କାମାରେଡି ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଦୁଃଖିତ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି । ପିଏମ୍‍ଏନ୍‍ଆରଏଫ୍‍ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଦିଆଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ମିଳିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
Modi 3.0: First 100 Days Marked by Key Infrastructure Projects, Reforms, and Growth Plans

Media Coverage

Modi 3.0: First 100 Days Marked by Key Infrastructure Projects, Reforms, and Growth Plans
NM on the go

Nm on the go

Always be the first to hear from the PM. Get the App Now!
...
PM Modi inaugurates Phase-II of the Ahmedabad Metro Rail Project
September 16, 2024

The Prime Minister, Shri Narendra Modi inaugurated the Phase-II of the Ahmedabad Metro Rail Project today. He also interacted with students during the journey.

The Prime Minister posted on X;

“Inaugurated Phase-II of the Ahmedabad Metro Rail Project and on the way to today’s programme with energetic youngsters.”