ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରିଛି;
“ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ମୁଁ ଦୁଃଖିତ । ଏହି ଦୁଃଖ ସମୟରେ ମୋର ସମବେଦନା ଶୋକସନ୍ତପ୍ତ ପରିବାରଙ୍କ ସହିତ ଅଛି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।”
Saddened by the loss of lives due to a bus accident in West Godavari, Andhra Pradesh. In this hour of grief, my thoughts are with the bereaved families: PM @narendramodi
— PMO India (@PMOIndia) December 15, 2021


