ଖ୍ୟାତନାମା ବଙ୍ଗୀୟ ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ ଟ୍ଵିଟରେ କହିଛନ୍ତି, "ଶ୍ରୀ ସୌମିତ୍ର ଚାଟାର୍ଜୀଙ୍କ ଦେହାନ୍ତ ସିନେମା ଜଗତ ତଥା ପଶ୍ଚିମବଙ୍ଗ ଏବଂ ଭାରତର ସାଂସ୍କୃତିକ କ୍ଷେତ୍ର ପାଇଁ ଏକ ବିରାଟ କ୍ଷତି । ତାଙ୍କ କାର୍ଯ୍ୟ ମାଧ୍ୟମରେ ସେ ସମ୍ବେଦନଶୀଳତା, ଭାବନା ଏବଂ ନୈତିକତାକୁ ପ୍ରତିପାଦିତ କରିଥିଲେ । ତାଙ୍କ ଦେହାନ୍ତରେ ମର୍ମାହତ । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ମୋର ସମବେଦନା । ଓମ୍ ଶାନ୍ତି" ।
Shri Soumitra Chatterjee’s death is a colossal loss to the world of cinema, cultural life of West Bengal and India. Through his works, he came to embody Bengali sensibilities, emotions and ethos. Anguished by his demise. Condolences to his family and admirers. Om Shanti.
— Narendra Modi (@narendramodi) November 15, 2020
শ্রী সৌমিত্র চট্টোপাধায়ের প্রয়াণ চলচ্চিত্র জগত, পশ্চিমবঙ্গ সহ ভারতের সাংস্কৃতিক পরিমন্ডলে এক অপূরণীয় ক্ষতি। তাঁর কাজের মধ্যে বাঙালির চেতনা, ভাবাবেগ ও নৈতিকতার প্রতিফলন পাওয়া যায়। তাঁর প্রয়াণে আমি শোকাহত। শ্রী চট্টোপাধ্যায়ের পরিবার ও অনুরাগীদের সমবেদনা জানাই। ওঁ শান্তি ।
— Narendra Modi (@narendramodi) November 15, 2020
श्री सौमित्र चटर्जी का निधन विश्व सिनेमा के साथ-साथ पश्चिम बंगाल और पूरे देश के सांस्कृतिक जीवन के लिए बहुत बड़ी क्षति है। उनके निधन से अत्यंत दुख हुआ है। परिजनों और प्रशंसकों के लिए मेरी संवेदनाएं। ओम शांति!
— Narendra Modi (@narendramodi) November 15, 2020


