ସେୟାର
 
Comments

ଟୋକିଓ ଅଲିମ୍ପିକ୍ସ 2020 କୁସ୍ତିରେ ବ୍ରୋଞ୍ଜ ପଦକ ବିଜେତା ବଜରଙ୍ଗ ପୁନିଆଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଟୋକିଓ 2020ରୁ ଆଉ ଏକ ଆନନ୍ଦଦାୟକ ଖବର! ଚମତ୍କାର ଢଙ୍ଗରେ ବଜରଙ୍ଗ ପୁନିଆ ଲଢେଇ ପ୍ରଦର୍ଶନ କରିଥିଲେ । ଆପଣଙ୍କ ସଫଳତା ପାଇଁ ଆପଣଙ୍କୁ ଅଭିନନ୍ଦନ । ଏହା ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବିତ ଏବଂ ଖୁସି କରାଇଛି” ।

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
BUDGET 2023: Making ‘Make in India’ happen

Media Coverage

BUDGET 2023: Making ‘Make in India’ happen
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 5, 2023
February 05, 2023
ସେୟାର
 
Comments

Citizens Take Pride in PM Modi’s Continued Global Popularity

Modi Govt’s Economic Policies Instilling Confidence and Strength in the New India