Successful test firing of Agni V makes every Indian very proud. It will add tremendous strength to our strategic defence: PM

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅଗ୍ନି 5 କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା ପରେ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂସ୍ଥାନ (DRDO) ଏବଂ ଏହାର ବୈଜ୍ଞାନିକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“ଅଗ୍ନି 5 କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା ପ୍ରତ୍ୟେକ ଭାରତୀୟଙ୍କୁ ଗୌରବାନ୍ଵିତ କରିଛି । ଆମର ପ୍ରତିରକ୍ଷାତ୍ମକ ସାମରିକ ଶକ୍ତିକୁ ଏହା ଚମତ୍କାର ବଳ ପ୍ରଦାନ କରିବ ।

DRDO ଏବଂ ଏହାର ବୈଜ୍ଞାନିକମାନଙ୍କ ଜଟିଳ ଓ କଠିନ ପରିଶ୍ରମର ଫଳ ହେଉଛି ଅଗ୍ନି 5 ର ସଫଳ ପରୀକ୍ଷା । ମୁଁ ସେମାନଙ୍କୁ ଅଭିନନ୍ଦନ ଜଣାଉଛି”, ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s electric PV retail sales jump 44% in February; Tata Motors leads: FADA

Media Coverage

India’s electric PV retail sales jump 44% in February; Tata Motors leads: FADA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 7, 2026
March 07, 2026

Reform, Perform and Transform: PM Modi’s Mantra for India’s Growth