ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କାର୍ଟୋସାଟ-3 ଉପଗ୍ରହ ଏବଂ ଆମେରିକାର ଏକ ଡଜନରୁ ଊର୍ଦ୍ଧ୍ଵ କ୍ଷୁଦ୍ର ଉପଗ୍ରହକୁ ପିଏସଏଲଭି-ଭି-ସି-47 ମହାକାଶଯାନ ଜରିଆରେ ସଫଳ ଉତକ୍ଷେପଣ ଲାଗି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମହକାଶ ଗବେଷଣା ସଂଗଠନ (ଇସ୍ରୋ)ର ସମ୍ପୂର୍ଣ୍ଣ ଟିମକୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ମୁଁ ସ୍ୱଦେଶୀ କାର୍ଟୋସାଟ-3 ଉପଗ୍ରହ ଏବଂ ଆମେରିକାର ଏକ ଡଜନରୁ ଊର୍ଦ୍ଧ୍ଵ କ୍ଷୁଦ୍ର ଉପଗ୍ରହ ସମେତ ପିଏସଏଲଭି-ସି-47ର ସଫଳ ଉତକ୍ଷେପଣ ଲାଗି ଇସ୍ରୋର ସମସ୍ତ ଟିମକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।

ଉନ୍ନତ କାର୍ଟୋସାଟ-3 ଜରିଆରେ ଆମର ହାଇ ରିଜୋଲ୍ୟୁସନ କ୍ଷମତା ବୃଦ୍ଧି ପାଇବ । ଇସ୍ରୋ ପୁଣିଥରେ ଦେଶକୁ ଗୌରବାନ୍ୱିତ କରିଛି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
From welfare to opportunity: How DPI 2.0 and AI will unlock India’s productivity

Media Coverage

From welfare to opportunity: How DPI 2.0 and AI will unlock India’s productivity
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 28, 2026
June 28, 2026

From Digital India to Defence, PM Modi’s Vision for a Viksit Bharat Powering India’s Progress