ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ଭାରତୀୟ ଭାବେ ସମ୍ମାନଜନକ ଡାଇମଣ୍ଡ ଲିଗ ଟ୍ରଫି ଜିତି ଇତିହାସ ରଚିଥିବା ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।  

ପ୍ରଧାନମନ୍ତ୍ରୀ ଏକ ଟ୍ୱିଟରେ କହିଛନ୍ତି;

“ପ୍ରଥମ ଭାରତୀୟ ଭାବେ ସମ୍ମାନଜନକ ଡାଇମଣ୍ଡ ଲିଗ ଟ୍ରଫି ଜିତି ଇତିହାସ ରଚିଥିବା @Neeraj_chopra1 ଅଭିନନ୍ଦନ । ସେ ନିରନ୍ତର ଭାବେ ଶ୍ରେଷ୍ଠ ପ୍ରଦର୍ଶନ କରି ଚାଲିଛନ୍ତି । ତାଙ୍କ କ୍ରମାଗତ ସଫଳତାରେ ଭାରତୀୟ ଦୌଡକୁଦର ପ୍ରଗତି ପରିଲକ୍ଷିତ ହେଉଛି ।”  

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s march towards self-reliance in med-tech

Media Coverage

India’s march towards self-reliance in med-tech
NM on the go

Nm on the go

Always be the first to hear from the PM. Get the App Now!
...
Prime Minister condoles loss of lives in a mishap in Chamba, Himachal Pradesh
August 08, 2026

The Prime Minister, Shri Narendra Modi, condoled loss of lives due to a mishap in Chamba, Himachal Pradesh. "My thoughts are with the families who have lost their loved ones. May those injured recover at the earliest", Shri Modi stated.

The Prime Minister posted on X:

The loss of lives due to a mishap in Chamba, Himachal Pradesh, is deeply saddening. My thoughts are with the families who have lost their loved ones. May those injured recover at the earliest: PM @narendramodi