ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହାଙ୍ଗଜୋ ଏସୀୟ ପାରା ଗେମ୍ସରେ ପୁରୁଷ ଜାଭେଲିନ୍ ଥ୍ରୋ-ଏଫ୍ ୫୫ ଇଭେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ନୀରଜ ଯାଦବଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟ୍ବିଟର ରେ ପୋଷ୍ଟ କରିଛନ୍ତି:

ଏସୀୟ ପାରା ଗେମ୍ସରେ ପୁରୁଷ ଜାଭେଲିନ୍ ଥ୍ରୋ-ଏଫ୍-୫୫ ରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ନୀରଜ ଯାଦବଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।

ନୀରଜଙ୍କ ଦ୍ବିତୀୟ ସ୍ୱର୍ଣ୍ଣ ପଦକ ଏକ ଐତିହାସିକ ଉପଲବ୍ଧି। ଆଗକୁ ତାଙ୍କର ପ୍ରୟାସ ପାଇଁ ଶୁଭେଚ୍ଛା।

 

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
Union Budget gives a leg-up to MSMEs, manufacturing sector

Media Coverage

Union Budget gives a leg-up to MSMEs, manufacturing sector
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 23, 2024
July 23, 2024

Budget 2024-25 sets the tone for an all-inclusive, high growth era under Modi 3.0