PM congratulates Shri Ram Nath Kovind Ji on being elected the President of India

ରାଷ୍ଟ୍ରପତି ଶ୍ରୀ ପ୍ରଣବ ମୁଖାର୍ଜୀ ଦେଶର ଚତୁର୍ଦ୍ଦଶ ରାଷ୍ଟ୍ରପତି ଭାବେ ନିର୍ବାଚିତ ଶ୍ରୀ ରାମନାଥ କୋବିନ୍ଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି । 

ଏହି ଅବସରରେ ଏକ ଅଭିନନ୍ଦନ ବାର୍ତ୍ତାରେ ଶ୍ରୀ ମୁଖାର୍ଜୀ କହିଛନ୍ତି ଯେ “ଆପଣ ଭାରତର ଚତୁର୍ଦ୍ଦଶ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ମୁଁ ହୃଦୟର ସହ ଆପଣଙ୍କୁ ଅଭିନନ୍ଦନ ଜ୍ଞାପନ କରୁଛି ।” 

ଆପଣଙ୍କ ରାଷ୍ଟ୍ରପତି କାର୍ଯ୍ୟକାଳ ସଫଳତା ନିମନ୍ତେ ମୁଁ ମୋର ଶୁଭେଚ୍ଛା ଜଣାଉଛି । ଗଣତନ୍ତ୍ର ସ୍ଥିରତା ଓ ସମୃଦ୍ଧି ଦିଗରେ ଆପଣ ଭାରତକୁ ଆଗକୁ ଆଗେଇ ନିଅନ୍ତୁ ବୋଲି ଶ୍ରୀ ମୁଖାର୍ଜୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India’s pharma exports cross $28 bn till February, likely to end up with growth in rupee terms in FY26

Media Coverage

India’s pharma exports cross $28 bn till February, likely to end up with growth in rupee terms in FY26
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 5, 2026
April 05, 2026

From Aatmanirbhar to Viksit Bharat: PM Modi’s Leadership Powers India’s Multi-Sector Triumph