ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥିରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଗୋଟିଏ ଏକ୍ସ ପୋଷ୍ଟରେ ସେ ଲେଖିଛନ୍ତି:

‘‘୨୦୨୫ ଉପରାଷ୍ଟ୍ରପତି ନିର୍ବାଚନରେ ବିଜୟ ପାଇଁ ଥିରୁ ସିପି ରାଧାକୃଷ୍ଣନଙ୍କୁ ଅଭିନନ୍ଦନ। ତାଙ୍କ ଜୀବନ ସବୁବେଳେ ସମାଜ ସେବା ଏବଂ ଗରିବ ଓ ବଞ୍ଚିତଙ୍କ ସଶକ୍ତିକରଣ ପାଇଁ ସମର୍ପିତ ରହିଛି। ସେ ଜଣେ ଅସାଧାରଣ ଉପରାଷ୍ଟ୍ରପତି ହେବେ, ଯିଏ ଆମର ସାମ୍ବିଧାନିକ ମୂଲ୍ୟବୋଧକୁ ମଜବୁତ କରିବେ ଏବଂ ସଂସଦୀୟ ବିତର୍କକୁ ବୃଦ୍ଧି କରିବେ ବୋଲି ମୋର ଦୃଢ଼ ବିଶ୍ୱାସ ରହିଛି ।

@CPRGuv’’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India achieves near-universal banking coverage, says Ministry of Finance

Media Coverage

India achieves near-universal banking coverage, says Ministry of Finance
NM on the go

Nm on the go

Always be the first to hear from the PM. Get the App Now!
...
Governor of Jharkhand meets Prime Minister
August 03, 2026