PM extends his greetings on Odisha Formation Day – Utkal Divas

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଗଠନ ଦିବସ ଅବସରରେ ରାଜ୍ୟର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଉତ୍କଳ ଦିବସରେ ଓଡିଶାର ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇ ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଓଡିଆ ସଂସ୍କୃତି ଓ ଐତିହ୍ୟର ମହାନତା ପାଇଁ ସମଗ୍ର ଦେଶ ଗର୍ବିତ । ବିଭିନ୍ନ କ୍ଷେତ୍ରରେ ଓଡିଆ ଲୋକମାନେ ଉତ୍କର୍ଷ ଲାଭ କରିବା ସହ ଦେଶର ପ୍ରଗତି ପଥରେ ଅଲିଭା ଛାପ ଛାଡିଯାଇଛନ୍ତି ।

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ସବୁବେଳେ ଆମ ଉପରେ ରହିଥାଉ ଏବଂ ଓଡିଶାର ଜନସାଧାରଣ ଆଗାମୀ ଦିନରେ ବିକାଶର ଶୀର୍ଷ ସୋପାନରେ ପହଞ୍ଚନ୍ତୁ” ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Manufacturing to hit 25% of GDP as India builds toward $25 trillion industrial vision: BCG report

Media Coverage

Manufacturing to hit 25% of GDP as India builds toward $25 trillion industrial vision: BCG report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 12, 2025
December 12, 2025

Citizens Celebrate Achievements Under PM Modi's Helm: From Manufacturing Might to Green Innovations – India's Unstoppable Surge