Deeply anguished by the loss of lives in the hospital fire in Odisha. The tragedy is mind-numbing: PM Modi
PM Modi assures all possible support from the Centre those injured and affected in the hospital fire in Odisha

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଏକ ଡାକ୍ତରଖାନାରେ ନିଆଁ ଲାଗିଯିବା ଫଳରେ ଘଟିଥିବା ଜୀବନହାନି ପାଇଁ ଗଭୀର ଶୋକ ଏବଂ ଦୁଃଖ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ସମସ୍ତ ଆହତ ଏବଂ ପ୍ରଭାବିତଙ୍କୁ କେନ୍ଦ୍ର ସରକାର ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦେବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

“ଓଡ଼ିଶାର ଡାକ୍ତରଖାନାରେ ଘଟିଥିବା ଏହି ଦୁଃଖଦ ଦୁର୍ଘଟଣାରେ ଜୀବନହାନୀ ପାଇଁ ମୁଁ ଅତ୍ୟନ୍ତ ମର୍ମାହତ । ଏହି ମର୍ମନ୍ତୁଦ ଦୁର୍ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ।

ସମସ୍ତ ଆହତଙ୍କୁ ଏମ୍ସକୁ ସ୍ତାନାନ୍ତରିତ କରି ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଜେ.ପି. ନଡ୍ଡାଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଆହତ ବ୍ୟକ୍ତିମାନଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।

ସମସ୍ତ ଆହତ ଏବଂ ପ୍ରଭାବିତଙ୍କୁ ଆବଶ୍ୟକ ସାହାଯ୍ୟ ସହଯୋଗ ପ୍ରଦାନ କରିବା ପାଇଁ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ଓଡ଼ିଶାର ଡାକ୍ତରଖାନାରେ ହୋଇଥିବା ଏହି ଦୁଃଖଦ ଏବଂ ଯନ୍ତ୍ରଣାଦାୟକ ଘଟଣା ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ସହିତ ଆଲୋଚନା କରିଛି ଏବଂ କେନ୍ଦ୍ର ସରକାର ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇଦେବେ ବୋଲି ଆଶ୍ଵାସନା ଦେଇଥିବା” କଥା ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Jumbo Indian contingent comprising 768 athletes, support staff and officials for Asian Games

Media Coverage

Jumbo Indian contingent comprising 768 athletes, support staff and officials for Asian Games
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 4, 2026
September 04, 2026

Make in India, Power India, Play for India: Multi-Sector Momentum Under PM Modi’s Leadership