ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଲମ୍ପିକ୍ସରେ କାଂସ୍ୟ ପଦକ ଜିତି ଘରକୁ ଫେରିଥିବାରୁ ଭାରତୀୟ ପୁରୁଷ ହକି ଦଳକୁ ପ୍ରଶଂସା କରିଛନ୍ତି । ପ୍ରତି ଭାରତୀୟଙ୍କ ହୃଦୟ ଓ ମନରେ ହକିର ସ୍ୱତନ୍ତ୍ର ସ୍ଥାନ ରହିଛି ବୋଲି ପ୍ରଧାନମନ୍ତ୍ରୀ ଦୋହରାଇଛନ୍ତି । ପ୍ରତି ହକି ପ୍ରେମୀ ଓ କ୍ରୀଡାପ୍ରେମୀଙ୍କ ପାଇଁ ଅଗଷ୍ଟ ୫, ୨୦୨୧ ସ୍ମରଣୀୟ ହୋଇରହିବ ରହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ପ୍ରତି ଭାରତୀୟଙ୍କ ହୃଦୟ ଓ ମନରେ ହକିର ସ୍ୱତନ୍ତ୍ର ସ୍ଥାନ ରହିଛି । ପ୍ରତି ହକି ପ୍ରେମୀ ଓ କ୍ରୀଡାପ୍ରେମୀଙ୍କ ପାଇଁ ଅଗଷ୍ଟ ୫, ୨୦୨୧ ସ୍ମରଣୀୟ ହୋଇରହିବ ।” 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Teachers: The artists of education

Media Coverage

Teachers: The artists of education
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 7, 2026
September 07, 2026

Vasudhaiva Kutumbakam in Action: Tech Hub, Border Villages, Global Leadership by PM Modi