PM expresses pain over the loss of lives in road accident in Etah district of UP

ଉତ୍ତରପ୍ରଦେଶର ଇଟା ଜିଲ୍ଲାରେ ସଡକ ଦୁର୍ଘଟଣାରେ ପ୍ରାଣହାନୀ ଯୋଗୁଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ଓ ଶୋକ ପ୍ରକାଶ କରିଛନ୍ତି ।

“ଉତ୍ତରପ୍ରଦେଶ ଇଟା ଜିଲ୍ଲା ସଡକ ଦୁର୍ଘଟଣା ପାଇଁ ମର୍ମାହତ । ମୃତ ବ୍ୟକ୍ତିମାନଙ୍କ ପରିବାରର ବ୍ୟଥାକୁ ମୁଁ ହୃଦୟଙ୍ଗମ କରୁଛି ଏବଂ ପିଲାମାନଙ୍କ ମୃତ୍ୟୁରେ ଗଭୀର ଭାବେ ଦୁଃଖିତ ।

ଇଟା ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି”, ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India Exports 3.15 lakh Tonnes Sugar in Oct-Feb of 2025-26 Marketing Year: AISTA

Media Coverage

India Exports 3.15 lakh Tonnes Sugar in Oct-Feb of 2025-26 Marketing Year: AISTA
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 17, 2026
March 17, 2026

Resilient Bharat Rising: From Safe LPG Deliveries to UPI Dominance and Women's Empowerment Achievements Under PM Modi's Leadership