PM expresses sadness over the loss of lives in Bangladesh due to landslides

ବାଂଲାଦେଶ ଭୂ-ସ୍ଖଳନରେ ଜୀବନହାନି ଘଟିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏଭଳି ମୁହୂର୍ତ୍ତରେ ବାଂଲାଦେଶ ସହିତ ଭାରତ ଏକ ହୋଇ ରହିଛି ଏବଂ ସ୍ଥାନୀୟ ଆବଶ୍ୟକତା ଅନୁଯାୟୀ ଅନ୍ଵେଷଣ ଓ ଉଦ୍ଧାର କାର୍ଯ୍ୟରେ ସମସ୍ତ ପ୍ରକାର ସହଯୋଗ ନିମନ୍ତେ ଭାରତ ପ୍ରସ୍ତୁତ ଅଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

“ବାଂଲାଦେଶରେ ଭୂ-ସ୍ଖଳନ ଜନିତ ପ୍ରାଣହାନି ପାଇଁ ଗଭୀର ଭାବେ ମର୍ମାହତ । ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛୁ ।

ଏଭଳି ମୁହୂର୍ତ୍ତରେ ବାଂଲାଦେଶ ସହିତ ଭାରତ କାନ୍ଧକୁ କାନ୍ଧ ମିଳାଇ ଛିଡା ହୋଇଛି । ଆବଶ୍ୟକ ପଡିଲେ ପ୍ରଭାବିତ ଅଞ୍ଚଳରେ ସନ୍ଧାନ ଓ ଉଦ୍ଧାର କାର୍ଯ୍ୟରେ ସହଯୋଗ ପାଇଁ ଆମେ ପ୍ରସ୍ତୁତ ହୋଇ ରହିଛୁ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Shortcuts will cut you short’: PM Modi’s message for youngsters at former President Kovind’s autobiography launch

Media Coverage

‘Shortcuts will cut you short’: PM Modi’s message for youngsters at former President Kovind’s autobiography launch
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 13, 2026
August 13, 2026

Aatmanirbhar in Motion: Solar Homes, Made-in-India Containers, Record Exports & a Rising Global Footprint Under the Leadership of PM Modi