PM Modi greets BSF personnel on their Raising Day

ସୀମା ସୁରକ୍ଷା ବଳ (ବିଏସଏଫ)ର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଂଗଠନର ସମସ୍ତ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ସମସ୍ତ ଭାରତୀୟ ସୀମା ସୁରକ୍ଷା ବଳ କର୍ମଚାରୀଙ୍କୁ ସେମାନଙ୍କ ପ୍ରତିଷ୍ଠା ଦିବସରେ ଅଭିନନ୍ଦନ । ଦୃଷ୍ଟାନ୍ତମୂଳକ ବୀରତ୍ଵ ପ୍ରଦର୍ଶନ କରିବାର ପରମ୍ପରା ରହିଛି ଆମ ସୀମା ସୁରକ୍ଷା ବଳର ଏବଂ ଆମ ସୀମାନ୍ତକୁ ସୁରକ୍ଷିତ କରିବାରେ ସେମାନଙ୍କର ଭୂମିକା ଅତ୍ୟନ୍ତ ମହନୀୟ”, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Indian banks see exponential growth in deposits and loans since FY05: SBI Report

Media Coverage

Indian banks see exponential growth in deposits and loans since FY05: SBI Report
NM on the go

Nm on the go

Always be the first to hear from the PM. Get the App Now!
...
PM Modi shares a Sanskrit Subhashitam urging citizens to to “Arise, Awake” for Higher Purpose
January 13, 2026

The Prime Minister Shri Narendra Modi today shared a Sanskrit Subhashitam urging citizens to embrace the spirit of awakening. Success is achieved when one perseveres along life’s challenging path with courage and clarity.

In a post on X, Shri Modi wrote:

“उत्तिष्ठत जाग्रत प्राप्य वरान्निबोधत।

क्षुरस्य धारा निशिता दुरत्यया दुर्गं पथस्तत्कवयो वदन्ति॥”