ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

“କଠିନ ପରିଶ୍ରମ କରୁଥିବା ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମୁଦାୟ ଆମ ସମାଜରେ ସାଧୁତା ଏବଂ ଉନ୍ନତ କର୍ପୋରେଟ ଶାସନର ସଂସ୍କୃତିକୁ ଆଗକୁ ବଢାଉଛନ୍ତି । ଅର୍ଥନୈତିକ ସମୃଦ୍ଧିକୁ ବୃଦ୍ଧି କରିବା ଲାଗି ସିଏ ମାନେ ମଧ୍ୟ ଗୁରୁତ୍ଵପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି । ଆଜି ସିଏ ଦିବସ ଅବସରରେ ସମସ୍ତ ସିଏ ମାନଙ୍କୁ ସେମାନଙ୍କ ଭବିଷ୍ୟତ ଉଦ୍ୟମ ଲାଗି ମୁଁ ଶୁଭେଚ୍ଛା ଜଣାଉଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Big milestone’: India’s first made-in-India military transport plane C295 completes maiden test-flight

Media Coverage

Big milestone’: India’s first made-in-India military transport plane C295 completes maiden test-flight
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam highlighting agriculture and crops as the foundation of human life
June 11, 2026

Prime Minister Shri Narendra Modi shared a Sanskrit Subhashitam today highlighting that agriculture is not merely a means of livelihood, but the fundamental basis of the nourishment of society and the nation.

The Prime Minister posted on X:

"कृषि केवल जीविका का साधन नहीं, बल्कि समाज और राष्ट्र के पोषण का मूल आधार है। हमारे किसान भाई-बहनों का पसीना जब मिट्टी में मिलता है तो अन्न बनकर देशवासियों के जीवन को संबल देता है।

ते कृषिं च सस्यं च मनुष्या उप जीवन्ति।
कृष्टराधिरुपजीवनीयो भवति य एवं वेद॥

#12YearsOfKisanSamriddhi"

Agriculture and crops are the very foundation of human life. One who understands this truth carries out agricultural work properly and through it, society is sustained and nourished.