PM greets CISF personnel on the Raising Day of CISF

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀର ଗଠନ ଦିବସ ଅବସରରେ ସିଆଇଏସଏଫ’ର କର୍ମଚାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
“ସ୍ଥାପନା ଦିବସ ଅବସରରେ କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀକୁ ଶୁଭେଚ୍ଛା ଓ ଅଭିନନ୍ଦନ । ଗୁରୁତ୍ୱପୂର୍ଣ୍ଣ ପ୍ରତିଷ୍ଠାନ ବିଶେଷକରି ଭାରତର ପୁନରୁତ୍ଥାନ, ପ୍ରଗତି ଓ ଦେଶକୁ ଯୋଡିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସଂସ୍ଥାମାନଙ୍କ ସୁରକ୍ଷା ଆବଶ୍ୟକତାକୁ ଫଳପ୍ରଦ ଭାବେ ପୂରଣ କରିବା ଦିଗରେ ସିଆଇଏସଏଫ ନିଜ ପାଇଁ ଏକ ଭିନ୍ନ ପରିଚୟ ସୃଷ୍ଟି କରିଛି,” ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି ।

 
Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Sabka Bima Sabki Raksha Bill passed; way paved for 100% FDI in insurance

Media Coverage

Sabka Bima Sabki Raksha Bill passed; way paved for 100% FDI in insurance
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 17, 2025
December 17, 2025

From Rural Livelihoods to International Laurels: India's Rise Under PM Modi