ଏନଏସଜିର ପ୍ରତିଷ୍ଠା ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏନଏସଜି ବ୍ଲାକ୍ କ୍ୟାଟ୍ କମାଣ୍ଡୋ ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

‘ଏନଏସଜି ବ୍ଲାକ୍ କ୍ୟାଟ୍ କମାଣ୍ଡୋ ଓ ସେମାନଙ୍କ ପରିବାରବର୍ଗଙ୍କୁ ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା। ଭାରତର ନିରାପତ୍ତା ରକ୍ଷା କ୍ଷେତ୍ରରେ ଏନଏସଜିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଏହା ସର୍ବୋଚ୍ଚ ସାହସ ଓ ପେସାଦାର ମନୋବୃତ୍ତି ପ୍ରଦର୍ଶନ କରିଥାଏ । ଦେଶକୁ ସୁରକ୍ଷିତ ରଖିବାରେ ଏନଏସଜିର ପ୍ରଚେଷ୍ଟାରେ ଭାରତ ଗର୍ବିତ’, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Marvell to invest $250 million, double India workforce in 3 years

Media Coverage

Marvell to invest $250 million, double India workforce in 3 years
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 30, 2026
July 30, 2026

Aatmanirbhar in Action: How PM Modi Turned Vision into Export Multipliers & Safer Rails