ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ପବିତ୍ର ଜନ୍ମାଷ୍ଟମୀ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, “ସମସ୍ତଙ୍କୁ ଜନ୍ମାଷ୍ଟମୀ ଶୁଭେଚ୍ଛା । ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ ସମସ୍ତଙ୍କୁ ଶୁଭକାମନା । ଜୟ ଶ୍ରୀକୃଷ୍ଣ!” ।
Janmashtami greetings to everyone.
— Narendra Modi (@narendramodi) September 3, 2018
श्रीकृष्ण जन्माष्टमी के पावन अवसर पर सभी को हार्दिक शुभकामनाएं। जय श्रीकृष्ण!


